Online Bible

- Reklamy -




ଆଦି ପୁସ୍ତକ 20:17 - ଓଡିଆ ବାଇବେଲ

17 ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ଅବ୍ରହାମ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ଵର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

17-18 ସଦାପ୍ରଭୁ ଅବିମେଲକଙ୍କର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ୟା କଲେ। ପରମେଶ୍ୱର ଏପରି କଲେ, କାରଣ ଅବିମେଲକ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନେଇଥିଲେ। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ୱର ଅବିମେଲକ, ତାଙ୍କର ସମସ୍ତ ସ୍ତ୍ରୀଗଣଙ୍କୁ ଓ ଦାସୀଗଣଙ୍କୁ ଆରୋଗ୍ୟ କଲେ। ଏବଂ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।

Viz kapitola kopírovat




ଆଦି ପୁସ୍ତକ 20:17

Následuj nás:

Reklamy


Reklamy