ଆଦି ପୁସ୍ତକ 20:2 - ଓଡିଆ ବାଇବେଲ2 ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ। Viz kapitolaପବିତ୍ର ବାଇବଲ2 ଯେତେବେଳେ ଗରାରରେ ଥିଲେ, ଅବ୍ରହାମ ଲୋକମାନଙ୍କୁ କହିଲେ, ସାରା ହେଉଛି ତାଙ୍କର ଭଉଣୀ, ଗରାରର ରାଜା ଅବିମେଲକ୍ ଏ କଥା ଶୁଣିଲେ। ଅବିମେଲକ ସାରାଙ୍କୁ ଗ୍ଭହୁଁଥିଲେ। ତେଣୁ ସେ ତାଙ୍କୁ ଆଣିବା ପାଇଁ କେତେକ ଦାସକୁ ପଠାଇଲେ। Viz kapitola |