ଆଦି ପୁସ୍ତକ 20:7 - ଓଡିଆ ବାଇବେଲ7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯେବେ ତାକୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।” Viz kapitolaପବିତ୍ର ବାଇବଲ7 ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନରାୟ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫେରାଇଦିଅ। ଅବ୍ରହାମ ଜଣେ ଭବିଷ୍ୟଦ୍ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ନ ଫେରାଅ ତେବେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ୟୁବରଣ କରିବେ।” Viz kapitola |