ଆଦି ପୁସ୍ତକ 20:9 - ଓଡିଆ ବାଇବେଲ9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।” Viz kapitolaପବିତ୍ର ବାଇବଲ9 ଏହା ପରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ଆମ୍ଭ ପ୍ରତି ଏପରି କଲ? ମୁଁ ତୁମ୍ଭର ତ କିଛି ଦୋଷ କରି ନାହିଁ? ମୁଁ ତୁମ୍ଭ ପ୍ରତି କ’ଣ କରିଛି ଯେ, ମୋ’ ଦେଶ ପ୍ରତି ବିପଦ ଆଣିବାକୁ ତୁମ୍ଭେ ଇଚ୍ଛା କଲ? ତୁମ୍ଭର ମୋ’ ପ୍ରତି ଏପରି କରିବାର ନ ଥିଲା। Viz kapitola |