ଆଦି ପୁସ୍ତକ 21:12 - ଓଡିଆ ବାଇବେଲ12 ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ। Viz kapitolaପବିତ୍ର ବାଇବଲ12 କିନ୍ତୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭର ସେହି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ୟସ୍ତ ହେବାର ନାହିଁ। ସାରା ଯେପରି ଗ୍ଭହୁଁଛି ସେପରି କର। ଇସ୍ହାକ ତୁମ୍ଭର ପରିବାରର ନାମ ରଖିବ। Viz kapitola |