ଆଦି ପୁସ୍ତକ 21:13 - ଓଡିଆ ବାଇବେଲ13 ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ଏହି ଦାସୀପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।” Viz kapitolaପବିତ୍ର ବାଇବଲ13 କିନ୍ତୁ ମୁଁ ତୁମ୍ଭର ଦାସୀର ପୁତ୍ରଠାରୁ ମଧ୍ୟ ଏକ ମହାନ ଜାତି ନିର୍ମାଣ କରିବି। କାରଣ ସେ ତୁମ୍ଭର ପୁତ୍ର।” Viz kapitola |