ଆଦି ପୁସ୍ତକ 21:19 - ଓଡିଆ ବାଇବେଲ19 ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ପରମେଶ୍ଵର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା। Viz kapitolaପବିତ୍ର ବାଇବଲ19 ଏହା ପରେ ପରମେଶ୍ୱର ହାଗାରକୁ ଏକ କୂପ ଦେଖାଇଲେ। ତେଣୁ ହାଗାର ସେହି କୂପ ପାଖକୁ ଯାଇ ତାଙ୍କର ଥଳିରେ ପାଣି ଭର୍ତ୍ତିକଲା। ଏହା ପରେ ତା'ର ପୁତ୍ରକୁ ସେଥିରୁ ପାଣି ପିଇବାକୁ ଦେଲା। Viz kapitola |