ଆଦି ପୁସ୍ତକ 21:23 - ଓଡିଆ ବାଇବେଲ23 ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଣୁକରି ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ଵାସଘାତକତା କରିବ ନାହିଁ; ପୁଣି ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ଵରଙ୍କ ଶପଥ କରି ଏହି କଥା କୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।” Viz kapitolaପବିତ୍ର ବାଇବଲ23 ତେଣୁ ତୁମ୍ଭେ ମୋ'ଠାରେ ପରମେଶ୍ୱରଙ୍କ ଆଗରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମୋ’ ପ୍ରତି ଓ ମୋର ସନ୍ତାନମାନଙ୍କ ପ୍ରତି ବିଶ୍ୱାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇବ ଏବଂ ମୋର ଦେଶ ଯେଉଁଠାରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦେଖାଇଛି।” Viz kapitola |