ଆଦି ପୁସ୍ତକ 21:6 - ଓଡିଆ ବାଇବେଲ6 ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋ’ ସହିତ ହସିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ସାରା କହିଲେ, ପରମେଶ୍ଵର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।” Viz kapitolaପବିତ୍ର ବାଇବଲ6 ଏବଂ ସାରା କହିଲେ, “ପରମେଶ୍ୱର ମୋ’ ନିମନ୍ତେ ହସ ଦେଲେ ଏବଂ ଯିଏ ଏହା ଶୁଣିବ ସେ ମଧ୍ୟ ହସିବ। Viz kapitola |