ଆଦି ପୁସ୍ତକ 21:7 - ଓଡିଆ ବାଇବେଲ7 ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା ? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେ ଆହୁରି କହିଲେ, ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।” Viz kapitolaପବିତ୍ର ବାଇବଲ7 କୌଣସି ଲୋକ ଚିନ୍ତା କଲେ ନାହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଜନ୍ମ ଦେବି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧାବସ୍ଥାରେ ଏକ ପୁତ୍ର ଦେଲି।” Viz kapitola |