ଆଦି ପୁସ୍ତକ 22:19 - ଓଡିଆ ବାଇବେଲ19 ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ। Viz kapitolaପବିତ୍ର ବାଇବଲ19 ଏହା ପରେ ଅବ୍ରହାମ ତାଙ୍କର ଦାସଗଣ ନିକଟକୁ ଫେରିଗଲେ। ଏହା ପରେ ସେମାନେ ସମସ୍ତେ ବେର୍ଶେବାକୁ ଫେରିଗଲେ। ଏବଂ ଅବ୍ରହାମ ସେଠାରେ ବାସ କଲେ। Viz kapitola |