Online Bible

- Reklamy -




ଆଦି ପୁସ୍ତକ 22:3 - ଓଡିଆ ବାଇବେଲ

3 ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍‍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍‍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ଵରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍‌ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।

Viz kapitola kopírovat

ପବିତ୍ର ବାଇବଲ

3 ପ୍ରଭାତରେ ଅବ୍ରହାମ ଉଠିଲେ ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇ‌ସ୍‌ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତରେ ନେଲେ। ଅବ୍ରହାମ ହୋମବଳି ନିମନ୍ତେ କାଠ କାଟି ପରମେଶ୍ୱର କହିଥିବା ସ୍ଥାନକୁ ନେଇଗଲେ।

Viz kapitola kopírovat




ଆଦି ପୁସ୍ତକ 22:3

Následuj nás:

Reklamy


Reklamy