ଆଦି ପୁସ୍ତକ 22:5 - ଓଡିଆ ବାଇବେଲ5 ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।” Viz kapitolaପବିତ୍ର ବାଇବଲ5 ଏହା ପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଗଧ ସହ ଏହିଠାରେ ଅପେକ୍ଷା କର। ମୁଁ ମୋର ପୁତ୍ରକୁ ନେଇ ସେହି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟ ପରେ ଆମ୍ଭେ ତୁମ୍ଭ ନିକଟକୁ ଫେରି ଆସିବୁ।” Viz kapitola |