ଆଦି ପୁସ୍ତକ 22:7 - ଓଡିଆ ବାଇବେଲ7 ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, ହେ ମୋହର ପିତଃ। ତହିଁରେ ସେ ଉତ୍ତର କଲେ, ପୁତ୍ର, ଦେଖ, ମୁଁ ଏଠାରେ। ସେତେବେଳେ ସେ ପଚାରିଲା, ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?” Viz kapitolaପବିତ୍ର ବାଇବଲ7 ଇସ୍ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲେ, “ପିତା!” ଅବ୍ରହାମ ଉତ୍ତର ଦେଲେ, “ହଁ, ମୋର ପୁତ୍ର।” ଇସ୍ହାକ କହିଲେ, “ଆମ୍ଭର ହୋମବଳି ନିମନ୍ତେ କାଠ ଓ ନିଆଁ ଅଛି, କିନ୍ତୁ ଯେଉଁ ମେଷକୁ ଉତ୍ସର୍ଗ କରାଯିବ ତାହା କେଉଁଠାରେ?” Viz kapitola |