ଆଦି ପୁସ୍ତକ 23:10 - ଓଡିଆ ବାଇବେଲ10 ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଇଫ୍ରୋଣ ହେତର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ ହେତୀୟ ଇଫ୍ରୋଣ ଆପଣା ନଗର-ଦ୍ଵାରରେ ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, Viz kapitolaପବିତ୍ର ବାଇବଲ10 ସେହି ସମୟରେ ଇଫ୍ରୋଣ ସେହି ଲୋକମାନଙ୍କ ମଧ୍ୟରେ ବସିଥିଲା। ତେଣୁ ହେତର ଇଫ୍ରୋଣ ଆପଣା ନଗର ବହିଃଦ୍ୱାର ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା। Viz kapitola |