ଆଦି ପୁସ୍ତକ 23:17 - ଓଡିଆ ବାଇବେଲ17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, Viz kapitolaପବିତ୍ର ବାଇବଲ17-18 ଏଣୁ ଇଫ୍ରୋଣ ସେହି ଭୂମିର ମାଲିକାନା ବଦଳାଇଲେ। ମମ୍ରି ପାଖରେ ଯେଉଁ ଜମି ମକ୍ପେଲାରେ ଥିବା ଗୁହା ପାର୍ଶ୍ୱ ଏବଂ ଚତୁର୍ପାର୍ଶ୍ୱରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା। ଏହି ଚୁକ୍ତି ନଗର ଫାଟକରେ ହେତର ଲୋକମାନଙ୍କ ଆଗରେ କରାଗଲା। Viz kapitola |