ଆଦି ପୁସ୍ତକ 23:6 - ଓଡିଆ ବାଇବେଲ6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।” Viz kapitolaପବିତ୍ର ବାଇବଲ6 “ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ପରମେଶ୍ୱରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନରେ ଯେକୌଣସି ସ୍ଥାନରେ କବର ଦେଇ ପାରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କେହି ଅଟକାଇବୁ ନାହିଁ।” Viz kapitola |