ଆଦି ପୁସ୍ତକ 24:12 - ଓଡିଆ ବାଇବେଲ12 ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। Viz kapitolaପବିତ୍ର ବାଇବଲ12 ଦାସ ପ୍ରାର୍ଥନା କଲେ ଏବଂ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ମୋର ପ୍ରଭୁଙ୍କର ପରମେଶ୍ୱର। ମୋର ଜୀବନର ଲକ୍ଷ୍ୟ ସଫଳ କରାଇ, ମୋହର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର। Viz kapitola |