ଆଦି ପୁସ୍ତକ 24:20 - ଓଡିଆ ବାଇବେଲ20 ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ସେ ଶୀଘ୍ର କୁଣ୍ତରେ କଳଶରୁ ଜଳ ଢାଳି ପୁନଶ୍ଚ ଜଳ କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା। Viz kapitolaପବିତ୍ର ବାଇବଲ20 ଏହା ପରେ ରିବିକା କୂଅରୁ ପାଣି କାଢ଼ି କୁଣ୍ଡରେ ଢାଳିଲେ ଓ ପୁନରାୟ ପାଣି କାଢ଼ିବା ପାଇଁ କୂଅ ନିକଟକୁ ଗଲେ। ଏବଂ ସେ ଏହିପରି ସମସ୍ତ ଓଟମାନଙ୍କୁ ପାଣି ପିଆଇଲେ। Viz kapitola |