ଆଦି ପୁସ୍ତକ 24:21 - ଓଡିଆ ବାଇବେଲ21 ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା। Viz kapitolaପବିତ୍ର ବାଇବଲ21 ତା'ପରେ ସେ କନ୍ୟାକୁ ଅତି ପାଖରେ ଏବଂ ଶାନ୍ତଭାବରେ ଦେଖିଲେ, ସେ ନିଶ୍ଚିତ ହେବାପରେ ଏବଂ ଜାଣିଲେ ସଦାପ୍ରଭୁ ତାଙ୍କର ଯାତ୍ରା ସଫଳ କରିଥିଲେ। Viz kapitola |