ଆଦି ପୁସ୍ତକ 24:22 - ଓଡିଆ ବାଇବେଲ22 ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା, Viz kapitolaପବିତ୍ର ବାଇବଲ22 ଓଟମାନେ ପାଣି ପିଇ ସାରିବା ପରେ ସେହି ଦାସ ରିବିକାଙ୍କୁ ଏକ ସୁନା ନଥ ପ୍ରଦାନ କଲେ ଯାହାର ଓଜନ ଅଧଭରି ଥିଲା। ଏବଂ ତା'ର ହାତ ପାଇଁ ଦୁଇଟି ବଳା ଯାହାର ଓଜନ ଦଶ ଭରି ଥିଲା। Viz kapitola |