Online Bible

- Reklamy -




ଆଦି ପୁସ୍ତକ 24:40 - ଓଡିଆ ବାଇବେଲ

40 ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ତହିଁରେ ସେ କହିଲେ, ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତହିଁରେ ସେ କହିଲେ, ‘ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;

Viz kapitola kopírovat

ପବିତ୍ର ବାଇବଲ

40 କିନ୍ତୁ ମୋର ପ୍ରଭୁ ମୋତେ କହିଲେ, ‘ମୁଁ ସଦାପ୍ରଭୁଙ୍କର ସେବା କରେ ଏବଂ ସଦାପ୍ରଭୁ ତାଙ୍କ ଦୂତଙ୍କୁ ପଠାଇବେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଏବଂ ତୁମ୍ଭର ଯାତ୍ରା ସଫଳ କରିବେ ତୁମ୍ଭେ ଯାଅ। ମୋର ପିତାଙ୍କ ବଂଶରୁ ମୋର ପୁଅ ନିମନ୍ତେ କନ୍ୟା ଆଣିବ।

Viz kapitola kopírovat




ଆଦି ପୁସ୍ତକ 24:40

Následuj nás:

Reklamy


Reklamy