Online Bible

- Reklamy -




ଆଦି ପୁସ୍ତକ 24:41 - ଓଡିଆ ବାଇବେଲ

41 ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।’

Viz kapitola kopírovat

ପବିତ୍ର ବାଇବଲ

41 କିନ୍ତୁ ତୁମ୍ଭେ ଯଦି ଯାଅ ମୋର ବନ୍ଧୁବାନ୍ଧବମାନଙ୍କ ପାଖକୁ ଯାଅ, ଆଉ ସେମାନେ ଯଦି ମନା କରିବେ ମୋ’ ପୁତ୍ର ପାଇଁ କନ୍ୟା ଦେବା ପାଇଁ, ତେବେ ତୁମ୍ଭେ ତୁମ୍ଭ ପ୍ରତିଜ୍ଞାରୁ ମୁକ୍ତ ହେବ।’

Viz kapitola kopírovat




ଆଦି ପୁସ୍ତକ 24:41

Následuj nás:

Reklamy


Reklamy