Online Bible

- Reklamy -




ଆଦି ପୁସ୍ତକ 24:46 - ଓଡିଆ ବାଇବେଲ

46 ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, “ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି; ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

46 ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳଶ ନୁଆଁଇ କହିଲା, ପାନ କର, ପୁଣି ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି; ତହୁଁ ମୁଁ ପାନ କଲି, ପୁଣି ସେ ଓଟମାନଙ୍କୁ ପାନ କରାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, ‘ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି;’ ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।

Viz kapitola kopírovat

ପବିତ୍ର ବାଇବଲ

46 ଏବଂ ସେ ସଙ୍ଗେ ସଙ୍ଗେ ତା'ର ପାତ୍ର କାନ୍ଧରୁ କାଢ଼ି ମୋ’ ହାତରେ ପାଣି ଢାଳିଲେ। ଏହା ପରେ ସେ କହିଲେ, ‘ତୁମ୍ଭେ ଏହି ଜଳପାନ କର। ମୁଁ ଓଟମାନଙ୍କୁ ଜଳପାନ କରାଉଛି।’ ତେଣୁ ମୁଁ ଜଳପାନ କଲି ଏବଂ ସେ ମଧ୍ୟ ମୋର ଓଟମାନଙ୍କୁ ଜଳପାନ କରାଇଲେ।

Viz kapitola kopírovat




ଆଦି ପୁସ୍ତକ 24:46

Následuj nás:

Reklamy


Reklamy