Online Bible

- Reklamy -




ଆଦି ପୁସ୍ତକ 24:54 - ଓଡିଆ ବାଇବେଲ

54 ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋ’ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

54 ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଉତ୍ତାରୁ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, ମୋʼ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋʼ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”

Viz kapitola kopírovat

ପବିତ୍ର ବାଇବଲ

54 ଏହା ପରେ ସେ ଏବଂ ତାଙ୍କର ଲୋକମାନେ ଖାଇପିଇ ବିଶ୍ରାମ ନେଲେ। ତା’ ପରଦିନ ପ୍ରଭାତରୁ ସେମାନେ ଉଠି କହିଲେ, “ବର୍ତ୍ତମାନ ଆମ୍ଭେ ଆମ୍ଭ କର୍ତ୍ତାଙ୍କ ପାଖକୁ ଫେରିଯିବୁ।”

Viz kapitola kopírovat




ଆଦି ପୁସ୍ତକ 24:54

Následuj nás:

Reklamy


Reklamy