ଆଦି ପୁସ୍ତକ 25:13 - ଓଡିଆ ବାଇବେଲ13 ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦାର ଓ ଅଦ୍ବେଲ ଓ ମିବ୍ସମ୍, Viz kapitolaପବିତ୍ର ବାଇବଲ (Re-edited) - (BSI)13 ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାଏଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦର ଓ ଅଦ୍ବେଲ ମିବ୍ସମ୍, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦାର ଓ ଅଦ୍ବେଲ ଓ ମିବ୍ସମ୍, Viz kapitolaପବିତ୍ର ବାଇବଲ13 ପ୍ରତ୍ୟେକ ବିଧିପୂର୍ବକ ତାଲିକା ଅନୁସାରେ ନାମ: ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍ ତାହା ଉତ୍ତାରେ କେରଦ ଓ ଅଦ୍ବେଲ ଓ ମିବ୍ସମ୍। Viz kapitola |