Online Bible

- Reklamy -




ଆଦି ପୁସ୍ତକ 25:17 - ଓଡିଆ ବାଇବେଲ

17 ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଇଶ୍ମାଏଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।

Viz kapitola kopírovat

ପବିତ୍ର ବାଇବଲ

17 ଇଶ୍ମାଏଲ 137 ବର୍ଷ ବଞ୍ଚିଲେ। ଏହା ପରେ ସେ ପ୍ରାଣତ୍ୟାଗ କଲେ। ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ।

Viz kapitola kopírovat




ଆଦି ପୁସ୍ତକ 25:17

Následuj nás:

Reklamy


Reklamy