Online Bible

- Reklamy -




ଆଦି ପୁସ୍ତକ 25:18 - ଓଡିଆ ବାଇବେଲ

18 ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।

Viz kapitola kopírovat

ପବିତ୍ର ବାଇବଲ

18 ଏହା ପରେ ତାହାର ବଂଶଧରମାନେ ହବୀଲାରୁ ମିଶରର ପାଖରେ ଶୂରଠୁ ଅଶୂରିୟା ଦିଗରେ ବସତି କଲେ। ସେମାନେ ନିଜ ନିଜ ପାଖରେ ବାସ କଲେ ଏବଂ ଇଶ୍ମାଏଲ ଆପଣାର ବଂଶଧର ଭାଇମାନଙ୍କ ସମ୍ମୁଖରେ ବସତି କଲେ।

Viz kapitola kopírovat




ଆଦି ପୁସ୍ତକ 25:18

Následuj nás:

Reklamy


Reklamy