ଆଦି ପୁସ୍ତକ 25:21 - ଓଡିଆ ବାଇବେଲ21 ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା। Viz kapitolaପବିତ୍ର ବାଇବଲ21 ଇସ୍ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ। Viz kapitola |