ଆଦି ପୁସ୍ତକ 25:24 - ଓଡିଆ ବାଇବେଲ24 ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ। Viz kapitolaପବିତ୍ର ବାଇବଲ24 ଉପଯୁକ୍ତ ସମୟରେ ରିବିକା ଯାଆଁଳା ପୁତ୍ର ଜନ୍ମ ଦେଲେ। Viz kapitola |