ଆଦି ପୁସ୍ତକ 25:26 - ଓଡିଆ ବାଇବେଲ26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଣୁକରି ତାହାର ନାମ ଯାକୁବ (ପଦାପହାରକ) ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ। Viz kapitolaପବିତ୍ର ବାଇବଲ26 ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜନ୍ମ ହେଲେ। Viz kapitola |