Online Bible

- Reklamy -




ଆଦି ପୁସ୍ତକ 25:30 - ଓଡିଆ ବାଇବେଲ

30 ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ତହୁଁ ସେ ଯାକୁବକୁ କହିଲା, ମୁଁ କ୍ଳା; ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ; ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।

Viz kapitola kopírovat

ପବିତ୍ର ବାଇବଲ

30 ତହୁଁ ସେ ଯାକୁବକୁ କହିଲେ, “ମୁଁ ବହୁତ ଥକି ଯାଇଛି ମୋତେ ଦୟାକରି ସେହି ଲାଲ ପଦାର୍ଥରୁ କିଛି ଦିଅ। ଏହି ନିମନ୍ତେ ତା'ର ନାମ ଇଦୋମ ନାମରେ ଖ୍ୟାତ ହେଲା।”

Viz kapitola kopírovat




ଆଦି ପୁସ୍ତକ 25:30

Následuj nás:

Reklamy


Reklamy