ଆଦି ପୁସ୍ତକ 25:33 - ଓଡିଆ ବାଇବେଲ33 ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯାକୁବ କହିଲା, ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର; ତହିଁରେ ସେ ତାହା ନିକଟରେ ଶପଥ କଲା; ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା। Viz kapitolaପବିତ୍ର ବାଇବଲ33 କିନ୍ତୁ ଯାକୁବ କହିଲେ, “ପ୍ରଥମେ ତୁମ୍ଭେ ମୋତେ ଦେବା ପାଇଁ ପ୍ରତିଜ୍ଞା କର।” ତେଣୁ ସେ ପ୍ରତିଜ୍ଞା କଲେ। ଏବଂ ତାଙ୍କର ଜ୍ୟେଷ୍ଠତା ତାଙ୍କୁ ଦେଲେ। Viz kapitola |