ଆଦି ପୁସ୍ତକ 25:34 - ଓଡିଆ ବାଇବେଲ34 ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତହୁଁ ଯାକୁବ ଏଷୌକୁ ରୋଟୀ ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା। Viz kapitolaପବିତ୍ର ବାଇବଲ34 ଏହା ପରେ ଯାକୁବ ଏଷୌକୁ ରୋଟୀ ଏବଂ ମସୁରଡାଲି ରାନ୍ଧି ଖାଇବାକୁ ଦେଲେ ଓ ସେ ସ୍ଥାନ ପରିତ୍ୟାଗ କଲେ। ଏହିପରି ଏଷୌ ନିଜର ଜ୍ୟେଷ୍ଠ ଭ୍ରାତାର ଅଧିକାର ବିଷୟରେ ପୁନର୍ବାର ଭାବିଲେ ନାହିଁ। Viz kapitola |