ଆଦି ପୁସ୍ତକ 25:6 - ଓଡିଆ ବାଇବେଲ6 ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର ଅବ୍ରହାମ ଉପପନିୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। Viz kapitolaପବିତ୍ର ବାଇବଲ6 ଅବ୍ରହାମ ମୃତ୍ୟୁ ପୂର୍ବରୁ ସେ ଦାସୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସେହି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। ସେ ସେମାନଙ୍କୁ ଇସ୍ହାକଠାରୁ ଦୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇସ୍ହାକଙ୍କୁ ଦେଲେ। Viz kapitola |