ଆଦି ପୁସ୍ତକ 25:9 - ଓଡିଆ ବାଇବେଲ9 ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଏଲ ମମ୍ରିର ସମ୍ମୁଖରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ। Viz kapitolaପବିତ୍ର ବାଇବଲ9 ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଏଲ ମମ୍ରିର ନିକଟରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାହାଙ୍କୁ କବର ଦେଲେ। Viz kapitola |