ଆଦି ପୁସ୍ତକ 26:20 - ଓଡିଆ ବାଇବେଲ20 ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ ଏଷକ (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, ଏହି ଜଳ ଆମ୍ଭମାନଙ୍କର; ଏଣୁ ସେ ସେହି କୂପର ନାମ ଏଷକ (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ। Viz kapitolaପବିତ୍ର ବାଇବଲ20 ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍ହାକଙ୍କ ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର” ଏଣୁ ସେମାନେ ସେହି କୂପର ନାମ ଏଷକ ରଖିଲେ। ଯେହେତୁ ତାଙ୍କ ସହିତ ସେମାନେ ବିବାଦ କଲେ। Viz kapitola |