ଆଦି ପୁସ୍ତକ 26:21 - ଓଡିଆ ବାଇବେଲ21 ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ ସିଟ୍ନା (ଶତ୍ରୁତା) ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ ସିଟ୍ନା (ଶତ୍ରୁତା) ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ। Viz kapitolaପବିତ୍ର ବାଇବଲ21 ଏହା ପରେ ଇସ୍ହାକଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ ସେଠାକାର ଲୋକମାନେ ତା’ ପାଇଁ ମଧ୍ୟ ବିବାଦ କଲେ। ତହିଁରେ ଇସ୍ହାକ ତହିଁର ନାମ ସିଟନା ରଖିଲେ। Viz kapitola |