ଆଦି ପୁସ୍ତକ 26:25 - ଓଡିଆ ବାଇବେଲ25 ଏଥିଉତ୍ତାରେ ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଅନନ୍ତର ସେ ସେହି ସ୍ଥାନରେ ତମ୍ଵୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ। Viz kapitolaପବିତ୍ର ବାଇବଲ25 ତେଣୁ ଇସ୍ହାକ ଏକ ଯଜ୍ଞବେଦି ସ୍ଥାପନ କରି ସଦାପ୍ରଭୁଙ୍କର ଉପାସନା କଲେ। ଇସ୍ହାକ ସେଠାରେ ତାଙ୍କର ତମ୍ବୁ ପକାଇଲେ। ଏବଂ ତାଙ୍କର ଦାସମାନେ ସେଠାରେ ଏକ କୂପ ଖନନ କଲେ। Viz kapitola |