ଆଦି ପୁସ୍ତକ 26:27 - ଓଡିଆ ବାଇବେଲ27 ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋ’ ନିକଟକୁ କାହିଁକି ଆସିଅଛ ?” Viz kapitolaପବିତ୍ର ବାଇବଲ (Re-edited) - (BSI)27 ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କି ନିମନ୍ତେ ଆସିଲ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?” Viz kapitolaପବିତ୍ର ବାଇବଲ27 ଇସ୍ହାକ ପଗ୍ଭରିଲେ, “ମୋତେ ଦେଖିବାକୁ କାହିଁକି ଆସିଛ? ପୂର୍ବରୁ ମୋ’ ସହିତ ବନ୍ଧୁତା ରଖି ନ ଥିଲ। ଏପରିକି ତୁମ୍ଭେ ମୋତେ ତୁମ୍ଭ ଦେଶରୁ ଜୋର୍କରି ବିଦା କରିଥିଲ।” Viz kapitola |