Online Bible

- Reklamy -




ଆଦି ପୁସ୍ତକ 26:3 - ଓଡିଆ ବାଇବେଲ

3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।

Viz kapitola kopírovat

ପବିତ୍ର ବାଇବଲ

3 ତୁମ୍ଭେ ଏହି ଦେଶରେ ପ୍ରବାସ କର। ତହିଁରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ ଓ ଆଶୀର୍ବାଦ କରିବା। ପୁଣି ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦେବା। ତୁମ୍ଭ ପିତା ଅବ୍ରହାମଙ୍କ ନିକଟରେ କରିଥିବା ଶପଥ ଆମ୍ଭେ ସଫଳ କରିବା।

Viz kapitola kopírovat




ଆଦି ପୁସ୍ତକ 26:3

Následuj nás:

Reklamy


Reklamy