Online Bible

- Reklamy -




ଆଦି ପୁସ୍ତକ 26:32 - ଓଡିଆ ବାଇବେଲ

32 ସେହି ଦିନ ଇସ୍‍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ସେହି ଦିନ ଇସ୍‍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ଵାଦ ଦେଇ ତାଙ୍କୁ କହିଲେ, ଜଳ ପାଇଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”

Viz kapitola kopírovat

ପବିତ୍ର ବାଇବଲ

32 ସେହି ଦିନ ଇ‌ସ୍‌ହାକଙ୍କର ଦାସମାନେ ଆସି କହିଲେ ଯେ ସେମାନେ ଏକ କୂପ ଖନନ କରିଛନ୍ତି। ଦାସମାନେ କହିଲେ, “ଆମ୍ଭେ ସେ କୂଅରୁ ପାଣି ବାହାର କରିଅଛୁ।”

Viz kapitola kopírovat




ଆଦି ପୁସ୍ତକ 26:32

Následuj nás:

Reklamy


Reklamy