ଆଦି ପୁସ୍ତକ 26:33 - ଓଡିଆ ବାଇବେଲ33 ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍ଶେବା ନାମରେ ଖ୍ୟାତ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏହେତୁ ସେ ସେହି କୂପର ନାମ ଶେବା ରଖିଲେ, ପୁଣି ଆଜିଯାଏ ସେହି ସ୍ଥାନର ନଗର ବେରଶେବା ନାମରେ ଖ୍ୟାତ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍ଶେବା ନାମରେ ଖ୍ୟାତ ଅଟେ। Viz kapitolaପବିତ୍ର ବାଇବଲ33 ତେଣୁ ଇସ୍ହାକ ସେହି କୂପର ନାମ ଦେଲେ, ଶେବା। ପୁଣି ଆଜିଯାଏ ସେହି ସ୍ଥାନର ନାମ ବେର୍ଶେବା ନାମରେ ଖ୍ୟାତ ଅଟେ। Viz kapitola |