Online Bible

- Reklamy -




ଆଦି ପୁସ୍ତକ 26:8 - ଓଡିଆ ବାଇବେଲ

8 ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‌ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ

8 ଇ‌ସ୍‌ହାକ ସେଠାରେ ବହୁ ଦିନ ବାସ କଲାପରେ ଦିନେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ଦେଇ ଇ‌ସ୍‌ହାକ ଓ ତାଙ୍କର ସ୍ତ୍ରୀକୁ କୌତୁକ କରିବାର ଦେଖିଲେ।

Viz kapitola kopírovat




ଆଦି ପୁସ୍ତକ 26:8

Následuj nás:

Reklamy


Reklamy