ଆଦି ପୁସ୍ତକ 27:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, ପୁଅରେ, ତହିଁରେ ସେ ଉତ୍ତର କଲା, ଦେଖନ୍ତୁ, ମୁଁ ଏଠାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।” Viz kapitolaପବିତ୍ର ବାଇବଲ1 ଇସ୍ହାକ ବୃଦ୍ଧ ହେଲା ପରେ ତାଙ୍କ ଆଖିକୁ ଭଲ ଦେଖା ଗଲା ନାହିଁ। ଦିନେ ସେ ତାଙ୍କର ବଡ଼ ପୁତ୍ର ଏଷୌକୁ ପାଖକୁ ଡାକି କହିଲେ, “ହେ ପୁତ୍ର” ଏଷୌ! ସେ ଉତ୍ତର ଦେଲେ, “ମୁଁ ଏହିଠାରେ,” Viz kapitola |