ଆଦି ପୁସ୍ତକ 27:12 - ଓଡିଆ ବାଇବେଲ12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଣୁ ଯେବେ ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।” Viz kapitolaପବିତ୍ର ବାଇବଲ12 ଯଦି ମୋର ପିତା ମୋତେ ସ୍ପର୍ଶ କରନ୍ତି। ସେ ଜାଣି ପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମୋତେ ଆଶୀର୍ବାଦ କରିବା ପରିବର୍ତ୍ତେ ଅଭିଶାପ ଦେବେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।” Viz kapitola |