ଆଦି ପୁସ୍ତକ 27:14 - ଓଡିଆ ବାଇବେଲ14 ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାର ରୁଚି ଅନୁସାରେ ସୁସ୍ଵାଦୁ ଖାଦ୍ୟ ରନ୍ଧନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା। Viz kapitolaପବିତ୍ର ବାଇବଲ14 ତେଣୁ ଯାକୁବ ଯାଇ ଦୁଇଟି ଛେଳି ଆଣି ତାଙ୍କର ମାଙ୍କୁ ଦେଲେ। ଏହା ପରେ ତାଙ୍କର ମା’ ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ। Viz kapitola |