Online Bible

- Reklamy -




ଆଦି ପୁସ୍ତକ 27:20 - ଓଡିଆ ବାଇବେଲ

20 ତହିଁରେ ଇସ୍‍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ଇସ୍‍ହାକ ଆପଣା ପୁତ୍ରକୁ କହିଲେ, ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ? ସେ କହିଲା, ଆପଣଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତାହା ଭେଟାଇ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ଇସ୍‌ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”

Viz kapitola kopírovat

ପବିତ୍ର ବାଇବଲ

20 କିନ୍ତୁ ଇ‌ସ୍‌ହାକ ତାଙ୍କ ପୁତ୍ରଙ୍କୁ କହିଲେ, “ତୁମ୍ଭେ ଏତେ ଶୀଘ୍ର ଶିକାରରୁ କିପରି ଫେରିଲ?” ଯାକୁବ ଉତ୍ତର ଦେଲେ, “କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ମୋତେ ତାହା ଶୀଘ୍ର ଭେଟାଇ ଦେଲେ।”

Viz kapitola kopírovat




ଆଦି ପୁସ୍ତକ 27:20

Následuj nás:

Reklamy


Reklamy