ଆଦି ପୁସ୍ତକ 27:3 - ଓଡିଆ ବାଇବେଲ3 ଏବେ ବିନୟ କରୁଅଛି, “ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋ’ ନିମନ୍ତେ ମୃଗ ଆଣ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ। Viz kapitolaପବିତ୍ର ବାଇବଲ3 ତେଣୁ ତୁମ୍ଭେ ତୁମ୍ଭର ଧନୁ ଏବଂ ଶର ନେଇ ଶିକାର କରିବାକୁ ଯାଅ। ମୋ’ ଖାଦ୍ୟ ପାଇଁ ଏକ ମୃଗ ଶିକାର କର। Viz kapitola |