ଆଦି ପୁସ୍ତକ 27:30 - ଓଡିଆ ବାଇବେଲ30 ଏହି ପ୍ରକାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବାମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏହି ପ୍ରକାରେ ଇସ୍ହାକ ଯାକୁବକୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବାମାତ୍ରେ ତାହାର ଭ୍ରାତା ଏଷୌ ମୃଗୟାରୁ ଆସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହି ପ୍ରକାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା। Viz kapitolaପବିତ୍ର ବାଇବଲ30 ଇସ୍ହାକ ଯାକୁବକୁ ଆଶୀର୍ବାଦ ଦେଇ ସାରିଲେ। ଏହା ପରେ ସେ ସେହି ସ୍ଥାନ ପରିତ୍ୟାଗ କଲେ। ଏହି ସମୟରେ ଏଷୌ ଶିକାରରୁ ଫେରିଲେ। Viz kapitola |